ପଦ୍ମଶ୍ରୀ ଡି. ପ୍ରକାଶ ରାଓ ଅସୁସ୍ଥ । ଡି ପ୍ରକାଶ ରାଓଙ୍କୁ କଟକ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଛି । ଛାତିରେ ଯନ୍ତ୍ରଣା ଯୋଗୁଁ ମେଡିସିନ ୱାର୍ଡର ଆଇସିୟୁରେ ତାଙ୍କୁ ଭର୍ତ୍ତି କରାଯାଇଛି । ଶ୍ରୀ ଡି ପ୍ରକାଶ ରାଓଙ୍କୁ ସମାଜ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରାଯାଇଛି ।

LEAVE A REPLY

Please enter your comment!
Please enter your name here