ଚୌଦାର ନିକଟରେ ଏକ ତେଲ ବୋଝେଇ ଟ୍ୟାଙ୍କରରେ ଅଗ୍ନିକାଣ୍ଡ । ନିଆଁ ଲାଗିବାର କାରଣ ଅସ୍ପଷ୍ଟ ଥିବା ବେଳେ ଘଟଣାସ୍ଥଳରୁ ଡ଼୍ରାଇଭର ଫେରାର ହୋଇଛି । ଜଗତପୁର କଳେଜ ନିକଟରେ ଏକ ତେଲ ବୋଝେଇ ଟ୍ୟାଙ୍କରରେ ନିଆଁ ଲାଗିବା ଫଳରେ ଟ୍ୟାଙ୍କରଟି ଜଳିଯାଇଛି । ସ୍ଥାନୀୟ ଲୋକେ ନିଆଁକୁ ଆୟତ କରିଥିବାବେଳେ ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ପହଁଚିଛି ।

LEAVE A REPLY

Please enter your comment!
Please enter your name here