ବାତ୍ୟା ଓ ଲଗାଣ ବର୍ଷା ନେଇ ପାଣିପାଗ ବିଭାଗ ସ୍ପଷ୍ଟ ପୂର୍ବାନୁମାନ ସତ୍ତ୍ୱେ ତିତଲିର ମୁକାବୁଲା କରିବାରେ ରାଜ୍ୟ ସରକାରଙ୍କ ବିଫଳତା ସ୍ପଷ୍ଟ ହୋଇପଡିଛି ବୋଲି ରାଜ୍ୟ ବିଜେପି ଉପସଭାପତି ସମୀର ମହାନ୍ତି ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି । ଗୋଟିଏ ପଟେ ରାଜ୍ୟ ସରକାର ଯେ କୌଣସି ପରିସ୍ଥିତିକୁ ସାମ୍ନା କରିବା ପାଇଁ ପ୍ରସ୍ତୁତ ବୋଲି ଘୋଷଣା କରିଥିବା ବେଳେ ଖୋଦ ରାଜ୍ୟ ମୁଖ୍ୟଶାସନ ସଚିବ ଆକଳନ ଭୁଲ୍ କାରଣରୁ ସମସ୍ୟାକୁ ସାମ୍ନା କରିବାରେ ପ୍ରଶାସନ ବିଫଳ ହୋଇଥିବା ଗଣମାଧ୍ୟମ ଆଗରେ ସ୍ୱୀକାର କରିଛନ୍ତି ।

LEAVE A REPLY

Please enter your comment!
Please enter your name here