କରୋନାର ତୃତୀୟ ଲହର ସମ୍ଭାବନା କମି କମି ଆସିଲାଣି । ଏହାକୁ ଦୃଷ୍ଟିରେ ରଖି ପ୍ରଥମରୁ ସପ୍ତମ ଯାଏଁ ସ୍କୁଲ ଖୋଲିବା ନେଇ ବିଚାର ବିମର୍ଶ ଚାଲିଛି । ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ନେଇ ପର୍ଯ୍ୟାୟକ୍ରମେ ସ୍କୁଲ ଖୋଲିବ ବୋଲି ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ।

LEAVE A REPLY

Please enter your comment!
Please enter your name here