ବର୍ଷା ଓ ପବନକୁ ଦୃଷ୍ଟିରେ ରଖି ଆସନ୍ତାକାଲି ୯ଟି ଜିଲ୍ଲାରେ ସ୍କୁଲ ଗୁଡିକୁ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ଆଜି ପୁୂରୀ , କେନ୍ଦ୍ରାପଡା, ଜଗତସିଂହପୁର ଓ ଯାଜପୁର ଜିଲ୍ଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି । ସେହିଭଳି ଆସନ୍ତାକାଲି ବାଲେଶ୍ୱର, ଭଦ୍ରକ, କଟକ, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଯାଜପୁର ଓ ମୟୂରଭଞ୍ଜ ଜିଲ୍ଲାରେ ସ୍କୁଲ ଗୁଡିକ ବନ୍ଦ ରହିବ । ପ୍ରଭାବିତ ହେବାକୁ ଥିବା ସମସ୍ତ ଜିଲ୍ଲାର ଅଙ୍ଗନୱାଡି, ସ୍କୁଲ ଗୁଡିକୁ ମଧ୍ୟ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ଗତକାଲି ଉଚ୍ଚସ୍ତରୀୟ ବୈଠକ ପରେ ଏସଆରସି ପ୍ରଦୀପ ଜେନା ସୁଚନା ଦେଇଥିଲେ ।

LEAVE A REPLY

Please enter your comment!
Please enter your name here