କେନ୍ଦୁଝର ପାଇଁ ଖୁସି ଖବର । ପୂରଣ ହେଲା ଦୀର୍ଘ ଦିନର ଆଶା । କେନ୍ଦୁଝର ଗସ୍ତ ପୂର୍ବରୁ ଜିଲ୍ଲାବାସୀଙ୍କୁ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କେନ୍ଦୁଝର ଧରଣୀଧର ସ୍ୱୟଂଶାସିତ ମହାବିଦ୍ୟାଳୟକୁ ମିଳିଲା ବିଶ୍ୱବିଦ୍ୟାଳୟ ମାନ୍ୟତା । ଭିଡିଓ ଜାରି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

LEAVE A REPLY

Please enter your comment!
Please enter your name here