ଦିବଙ୍ଗତ ନେତା ନବ ଦାସଙ୍କ ବାସଭବନରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଝାରସୁଗୁଡା ସରବାହଲ ସ୍ଥିତ ଘରେ ନବଙ୍କ ପରିବାର ଲୋକଙ୍କୁ ଭେଟିଛନ୍ତି କେନ୍ଦ୍ରମନ୍ତ୍ରୀ । ନବ ଦାସଙ୍କ ପୁଅ ବିଶାଳ ଦାସ ଓ ଝିଅ ଦୀପାଳୀ ଦାସଙ୍କୁ ଭେଟି ସମବେଦନା ଜଣାଇଛନ୍ତି ଧର୍ମେନ୍ଦ୍ର । ସମ୍ବଲପୁର ସାଂସଦ ସୁରେଶ ପୂଜାରୀ, ରେଂଗାଲୀ ବିଧାୟକ ନାଉରୀ ନାୟକ ଓ ବିଜେପି ନେତ୍ରୀ ରାଧାରାଣୀ ପଣ୍ଡା ମଧ୍ୟ ବିଶାଳ ଓ ଦୀପାଳୀଙ୍କୁ ଭେଟି ସମବେଦନା ଜଣାଇଛନ୍ତି l
ଅନ୍ୟପଟେ କିଶୋର ମହାନ୍ତିଙ୍କ ଘରକୁ ଯାଇ ପତ୍ନୀ ଅଳକା ମହାନ୍ତିଙ୍କୁ ମଧ୍ୟ ଭେଟିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

LEAVE A REPLY

Please enter your comment!
Please enter your name here