କେନ୍ଦ୍ରାପଡ଼ାରେ ଭୟାବହ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ ଜଳି ପୋଡି ପାଉଁଶ ହୋଇଯାଇଛି ୫୦ ବଖରା ଘର । କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକ ଜାଲକଣା ଗାଁରେ ଘଟିଛି ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ ଦୁଇ ଶିଶୁ ଗୁରତର ହୋଇଥିବା ସୂଚନା ମିଳିଛି । ନିଆଁକୁ ଆୟତ୍ତ କରିବା ପାଇଁ ଦୁଇଟି ଦମକଳ ଗାଡ଼ି ପହଁଞ୍ଚିଛି । ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଲକ୍ଷାଧିକ ଟଙ୍କାର ଆସବାବ ପତ୍ର ପୋଡ଼ି ଯାଇଥିବା ଅନୁମାନ କରାଯାଉଛି ।

LEAVE A REPLY

Please enter your comment!
Please enter your name here