ନ୍ୟାୟ ପାଇଁ ବିଜେପିର ଦସ୍ତଖତ ଅଭିଯାନ । ମହାଲିଙ୍ଗ ଶିକ୍ଷୟିତ୍ରୀ ମମିତା ମେହେରଙ୍କ ହତ୍ୟା ଘଟଣାରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କ ବିରୋଧରେ ବିଜେପିର ଦସ୍ତଗତ ଅଭିଯାନ ଆରମ୍ଭ ହୋଇଛି । । ଦିବ୍ୟଶଙ୍କରଙ୍କୁ ତଦନ୍ତ ପରିସରଭୁକ୍ତ ଏବଂ ତୁରନ୍ତ ଗିରଫ ଦାବିରେ ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲା ବିଜେପି ପକ୍ଷରୁ ଦସ୍ତଖତ ଅଭିଯାନ କରାଯାଉଛି । ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ୍ ରେଲୱେଷ୍ଟେସନ ପାଖରେ ବିଜେପି କର୍ମୀମାନେ ଦସ୍ତଖତ ସଂଗ୍ରହ କରୁଛନ୍ତି ।

LEAVE A REPLY

Please enter your comment!
Please enter your name here