କୋଭିଡ ସଂକ୍ରମଣ ବ୍ୟାପିଥିବାରୁ ବମିଖାଲ ଜୟଦୁର୍ଗା ନଗର ଅଞ୍ଚଳରେ ବିଏମସି ପକ୍ଷରୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି । ପ୍ଲଟ ନମ୍ବର 1303 ଓ 1304 ରେ କୋଭିଡ ସଂକ୍ରମିତ ଚିହ୍ନଟ ହେବା ପରେ ବିଏମସି ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି । ଗତ କିଛିଦିନ ଧରି ଭୁବନେଶ୍ବରରେ କୋଭିଡ ସଂକ୍ରମିତଙ୍କ ସଂଖ୍ୟା ବଢିବା ଆରମ୍ଭ ହୋଇଛି । ସାରା ବିଶ୍ବରେ ଓମିକ୍ରନ ସଂକ୍ରମଣ ବୃଦ୍ଧି ପାଉଥିବାରୁ ପୁଣି ପ୍ରଶାସନ ତତ୍ପରତା ପ୍ରକାଶ କରିଛି । ସୂଚନାଯୋଗ୍ୟ ଆଜି ଓଡିଶାରେ ଦୁଇଜଣ ଓମିକ୍ରନ ପଜିଟିଭଙ୍କୁ ଚିହ୍ନଟ କରାଯାଇଛି ।

LEAVE A REPLY

Please enter your comment!
Please enter your name here