Home News Odisha ପବିତ୍ର ମକର ସଂକ୍ରାନ୍ତି NewsOdishaTrending News ପବିତ୍ର ମକର ସଂକ୍ରାନ୍ତି By Takshak Bureau - January 14, 2019 151 0 Facebook Twitter Google+ Pinterest WhatsApp ସୋମବାର ସାରା ଦେଶରେ ଅତି ଧୂମଧାମରେ ପାଳିତ ହେଉଛି ମକର ସଂକ୍ରାନ୍ତି. ମକରସଂକ୍ରାନ୍ତି ପାଇଁ ବିଭିନ୍ନ ଦେବାଳୟରେ ମଧ୍ୟ ଭକ୍ତଙ୍କ ଗହଳି ଦେଖିବାକୁ ମିଳିଛି. ବିଶ୍ୱାସ ରହିଛି ଯେ, ଏହି ଦିନ ସୂର୍ଯ୍ୟ ଧନୁ ରାଶିରୁ ମକର ରାଶିକୁ ପ୍ରବେଶ କରିଥାନ୍ତି. ଅନ୍ୟପଟେ ମକର ସଂକ୍ରାନ୍ତିକୁ ବିଭିନ୍ନ ଦେଶରେ ଭିନ୍ନ ଭିନ୍ନ ଢଙ୍ଗରେ ପାଳନ ମଧ୍ୟ କରାଯାଏ. ପ୍ରତିବର୍ଷ 14 କିମ୍ବା 15 ତାରିଖରେ ମକର ସଂକ୍ରାନ୍ତି ପଡିଥାଏ. ଏହିଦିନ ମାନସିକଧାରୀ ଉପବାସ ମଧ୍ୟ ରଖିଥାନ୍ତି. ତେବେ ଓଡିଶାରେ ଏହି ମକର ସଂକ୍ରାନ୍ତିକୁ ଅତି ଆନନ୍ଦର ସହ ସମସ୍ତେ ପାଳନ କରିଥାନ୍ତି ଏବଂ ଏହିଦିନ ପିଲାମାନେ ଗୁଡି ମଧ୍ୟ ଉଡାଇଥାନ୍ତି. ମକରସଂକ୍ରାନ୍ତି ଦିନ ପୁରୀରେ ମଧ୍ୟ ଭକ୍ତଙ୍କ ପାଇଁ ସ୍ୱତନ୍ତ୍ର ଧରଣ ବ୍ୟବସ୍ଥା କରାଯାଇଛି. ଶ୍ରୀଜିଉଙ୍କ ମକର ବେଶ ଦେଖିବା ପାଇଁ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହୋଇଛି. ଅନ୍ୟପଟେ ଖୋର୍ଦ୍ଧା ଅଟ୍ରୀରେ ମଧ୍ୟ ସୋମବାରଠୁ ମକର ମେଳା ଆରମ୍ଭ ହେଉଛି. ଏହାଛଡା ସକାଳୁ ସକାଳୁ ଅଟ୍ରୀ ଉଷ୍ଣ ପ୍ରସବଣରେ ବୁଡ ପକାଇବା ପାଇଁ ମଧ୍ୟ ଲୋକଙ୍କ ଗହଳି ଦେଖିବାକୁ ମିଳିଛି. RELATED ARTICLESMORE FROM AUTHOR Big Story ବୁଲଡୋଜର ଚଲେଇ ଝୁମ୍ପୁଡି ଲୁଚେଇବାକୁ ପ୍ରୟାସ Big Story ଆରପାରିରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ Entertainment ପୁଷ୍ପା-ଟୁ ପ୍ରିମିୟର ସୋ ଦଳଚକଟାରେ ମୃତକଙ୍କ ପରିବାରକୁ ମିଳିବ ଦୁଇକୋଟି LEAVE A REPLY Cancel reply Please enter your comment! Please enter your name here You have entered an incorrect email address! Please enter your email address here Save my name, email, and website in this browser for the next time I comment. - Advertisement - Latest article ଫେବୃଆରୀରୁ ଲାଗୁ ହେବ ଆୟୁଷ୍ମାନ ଭାରତ Takshak Bureau - December 30, 2024 0 ଆସନ୍ତା ଫେବୃଆରୀରୁ ଲାଗୁ କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଭାରତ । ନିର୍ବାଚନ ବେଳେ ଆଯୁଷ୍ମାନ ଭାରତ ଯୋଜନା ଲାଗୁ କରିବାକୁ ପ୍ରତିଶ୍ରୁତି ଦେଇଥିଲା ବିଜେପି । ଏବେ କ୍ଷମତାସୀନ ହେବାର ଛମାସ ପରେ... ପଦ୍ମ ବିଜେତାଙ୍କୁ ମିଳିବ ମାସକୁ 30 ହଜାର Takshak Bureau - November 9, 2024 0 ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି । ରାଜ୍ୟର ପଦ୍ମ ବିଜେତାଙ୍କୁ ପ୍ରତିମାସରେ 30 ହଜାର ଟଙ୍କା ଲେଖାଁଏ ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଉଲ୍ଲେଖନୀୟ ଅବଦାନ ପାଇଁ କେନ୍ଦ୍ର... ଆଇନ୍ ବୃତ୍ତି ବିଶ୍ୱର ଉତ୍ତମ ପେସା : ଜଷ୍ଟିସ୍ ମିଶ୍ର Takshak Bureau - September 23, 2024 0 ଭୁବନେଶ୍ୱର, ୨୩/୦୯ : ଆଇନ୍ ବୃତ୍ତିରେ ବିଭିନ୍ନ ସୁଯୋଗ ରହିଥିବାରୁ ଏହା ଅନେକ ପ୍ରତିଭାଶାଳୀ ଛାତ୍ରଛାତ୍ରୀଙ୍କୁ ଆକର୍ଷିତ କରୁଛି ଏବଂ ଏହା ବିଶ୍ୱର ସବୁଠାରୁ ଉତ୍ତମ ପେସା ବୋଲି କହିଛନ୍ତି ଓଡ଼ିଶା ହାଇକୋର୍ଟର...