ଲାଇନଚ୍ୟୁତ ହେଲା ବିଶାଖାପାଟଣା-ଜବଦଲପୁର ପାସେଞ୍ଜର ଟ୍ରେନ୍ । ଜୟପୁର ଛତ୍ରିପୁଟ ନିକଟରେ ଟ୍ରେନର ୫ଟି ବଗି ଲାଇନଚ୍ୟୁତ ହୋଇଛି । ତେବେ ଦୁର୍ଘଟଣାରେ କାହାର କିଛି କ୍ଷତି ହୋଇଛି କି ନାହିଁ ସ୍ୱଷ୍ଟ ସୂଚନା ମିଳିପାରିନାହିଁ । ଘଟଣାସ୍ଥଳରେ ରେଳ ବିଭାଗ କର୍ମଚାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।

LEAVE A REPLY

Please enter your comment!
Please enter your name here