ପିପିଲି ଉପନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜ ଅସୁସ୍ଥ ହୋଇପଡିଛନ୍ତି । ଡେଲାଙ୍ଗ ବେରବୋଇରେ ପ୍ରଚାର କରୁଥିବା ବେଳେ ସେ ହଠାତ ଅସୁସ୍ଥ ହୋଇପଡିଥିଲେ । ତାଙ୍କୁ ତୁରନ୍ତ ଡେଲାଙ୍ଗ ହସପିଟାଲରେ ଭର୍ତ୍ତି କରାଯାଇଥିଲା । ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଡେଲାଙ୍ଗ ହସପିଟାଲରେ ଶ୍ରୀ ମଙ୍ଗରାଜଙ୍କୁ ଭେଟି ଆଶୁ ଆରୋଗ୍ୟ କାମନା କରିଛନ୍ତି ।

LEAVE A REPLY

Please enter your comment!
Please enter your name here