ଏଣିକି ପୁରୀ ଶ୍ରୀମନ୍ଦିର ଭିତରକୁ କାର୍ଯ୍ୟରତ ପୋଲିସ ନେଇପାରିବେନି ସ୍ମାର୍ଟଫୋନ୍ । ରତ୍ନ ସିଂହାସନ ଫଟୋ ଭାଇରାଲ ପରେ ଏହି କଟକଣା ଜାରି କରିଛନ୍ତି ପୁରୀ ଏସପି । ଜରୁରୀ ସେବା ନିୟୋଜିତ ଅଧିକାରୀଙ୍କ ପାଇଁ କଟକଣା କୋହଳ । ପୂର୍ବରୁ ମନ୍ଦିର ପୂଜକମାନଙ୍କୁ ସ୍ମାର୍ଟଫୋନ୍ ବାରଣ ଥିଲା ।

LEAVE A REPLY

Please enter your comment!
Please enter your name here