ମାଲକାନଗିରି ସ୍ୱାଭିମାନ ଅଞ୍ଚଳରେ ଏନକାଉଣ୍ଟର । ବଣ୍ଡାଘାଟି ସୀମାରେ ପୋଲିସ ମାଓବାଦୀ ଗୁଳି ବିନିମୟରେ ଜଣେ ଯବାନ ସହିଦ ହୋଇଛନ୍ତି । ଜଣେ ଯବାନ ଗୁରୁତର ହୋଇଛନ୍ତି । ତାଙ୍କୁ ମାଲକାନଗିରି ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

LEAVE A REPLY

Please enter your comment!
Please enter your name here