ପୌର ନିର୍ବାଚନ ପାଇଁ ପ୍ରକାଶ ପାଇଛି ବିଧିବଦ୍ଧ ବିଜ୍ଞପ୍ତିି । ଆଜି ରାଜ୍ୟ ନିର୍ବାଚନ କମିଶନ ବିଜ୍ଞପ୍ତି ଜାରି କରିଛନ୍ତି । ମାର୍ଚ୍ଚ ୨ ତାରିଖରୁ ଆରମ୍ଭ ହେବ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଏବଂ ୭ ତାରିଖ ପର୍ଯ୍ୟନ୍ତ ଚାଲିବ । ୯ ତାରିଖରେ ମନୋନୟନ ପତ୍ର ଯାଞ୍ଚ ହେବ । ମାର୍ଚ୍ଚ ୨୪ ତାରିଖରେ ପୌର ନିର୍ବାଚନ ଅନୁଷ୍ଠିତ ହେବ । ୨୬ ତାରିଖରେ ଫଳାଫଳ ପ୍ରକାଶ ପାଇବ ।

LEAVE A REPLY

Please enter your comment!
Please enter your name here