ବ୍ରଜରାଜନଗର ଉପନିର୍ବାଚନ ପାଇଁ ରାଜନୀତି ସରଗରମ । ବିଜେଡି ପକ୍ଷରୁ ୪୦ ଜଣିଆ ଷ୍ଟାର କ୍ୟାମ୍ପେନର ତାଲିକା ପ୍ରକାଶ ପାଇଛି । ଦଳ ପକ୍ଷରୁ କ୍ୟାମ୍ପେନିଂ ମଇଦାନକୁ ଓହ୍ଲାଇବେ ସୁପ୍ରିମୋ ନବୀନ ପଟ୍ଟନାୟକ, ପ୍ରଣବ ପ୍ରକାଶ ଦାସ, ଦେବୀ ମିଶ୍ର, ପ୍ରସନ୍ନ ଆଚାର୍ଯ୍ୟ, ନିରଞ୍ଚନ ପୂଜାରୀ, ପ୍ରତାପ ଜେନା, ପ୍ରମିଳା ମଲ୍ଲିକ, ଅତନୁ ସବ୍ୟସାଚୀ ନାଏକ, ସଞ୍ଜୟ ଦାଶ ବର୍ମା ପ୍ରମୁଖ ଷ୍ଟାର କ୍ୟାମ୍ପେନର ଏହି ତାଲିକାରେ ଅଛନ୍ତି ।

LEAVE A REPLY

Please enter your comment!
Please enter your name here