ଏଥର ଭୁବନେଶ୍ୱରର ପ୍ରଦର୍ଶନୀ ପଡିଆରେ ଅନୁଷ୍ଠିତ ହେବାକୁ ଯାଉଛି ସ୍ୱାଧୀନତା ଦିବସ । ଗାନ୍ଧୀ ମାର୍ଗ ବଦଳରେ ପ୍ରଦର୍ଶନୀ ପଡିଆରେ ପରେଡ ହେବ । ଟ୍ୱିନ ସିଟି ପୋଲିସ କମିଶନର ସତ୍ୟଜିତ ମହାନ୍ତିଙ୍କ ସୂଚନା ଦେଇଛନ୍ତି । ଏଥର ରାଜ୍ୟସ୍ତରୀୟ ପରେଡରେ ଭାଗନେବେ ମୋଟ ୪ଟି ଗ୍ରୁପ୍ । ଟେରିଟୋରିଆଲ ଆର୍ମି, ତେଲେଙ୍ଗାନା ପୋଲିସ ମଧ୍ୟ ଭାଗ ନେବେ । ସେଣ୍ଟ୍ରାଲ ଆର୍ମଡ ପୋଲିସ, ଓଡିଶା ସ୍ପେଶାଲ ଆର୍ମଡ ପୋଲିସ ଭାଗ ନେବେ ବୋଲି ପୋଲିସ କମିଶନର ସୁଚନା ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here