ବରିଷ୍ଠ ବିଜେଡି ନେତା ପ୍ରଫୁଲ୍ଲ ଘଡେଇଙ୍କୁ ବିଜେଡି ପକ୍ଷରୁ ନୂଆ ଦାୟିତ୍ୱ ଦିଆଯାଇଛି । ତିନି ବିଧାନସଭା ଆସନ ପାଇଁ ତାଙ୍କୁ ବରିଷ୍ଠ ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ମିଳିଛି । ଖୋର୍ଦ୍ଧା, ରଣପୁର ଓ ଚିଲିକା ଆସନ ପାଇଁ ତାଙ୍କୁ ପର୍ଯ୍ୟବେକ୍ଷକ ଭାବେ ବିଜେଡି ସଭାପତି ନବୀନ ପଟ୍ଟନାୟକ ନିଯୁକ୍ତି ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here