ସମସ୍ତଙ୍କ ପାଇଁ ଫୁଟବଲ୍ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ଫୁଟବଲ୍ ପ୍ରତି ଆକୃଷ୍ଟ କରିବା ପାଇଁ ସରକାର ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଯୋଜନାରେ 2 ହଜାର ସ୍କୁଲରେ 43 ହଜାର ଫୁଟବଲ୍ ବାଣ୍ଟିବାକୁ ସ୍ଥିର କରାଯାଇଛି ।

LEAVE A REPLY

Please enter your comment!
Please enter your name here