ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଦିବଙ୍ଗତ ବରିଷ୍ଠ ନେତ୍ରୀ ଆଦରଣୀୟ ସୁଷମା ସ୍ୱରାଜଙ୍କ ଆତ୍ମାର ସଦଗତି କାମନା କରି ଅଶ୍ରୁଳ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରାଯାଇଥିଲା । ବିଧାନସଭାରେ ବିରୋଧୀ ଦଳ ନେତା ଶ୍ରୀ ପ୍ରଦୀପ୍ତ ନାୟକ, ପୂର୍ବତନ ମନ୍ତ୍ରୀ ଓ ବରିଷ୍ଠ ନେତ୍ରୀ ଶ୍ରୀମତୀ ସୁରମା ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here