ବିଜେଡି ନେତା ପଦ୍ମପୁର ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ଦେହାନ୍ତ I ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ବେଳେ ତାଙ୍କର ପରଲୋକ ଘଟିଛି I ବରିହାଙ୍କ ବିୟୋଗରେ ଗଭୀର ଶୋକର ଛାୟା ଖେଳିଯାଇଛି I

LEAVE A REPLY

Please enter your comment!
Please enter your name here