ରାଜ୍ୟରେ ପଞ୍ଚାୟତ ନିର୍ବାଚନ ବିଳମ୍ବ ହୋଇପାରେ । ଏନେଇ ରାଜ୍ୟ ନିର୍ବାଚନ କମିଶନ ସଚିବ କହିଛନ୍ତି ଯେ, ରାଜ୍ୟ ସରକାର ତାଙ୍କ କାମ ସାରିନଥିବାରୁ ବିଳମ୍ବ ହୋଇପାରେ । ପଞ୍ଚାୟତ ପ୍ରତିନିଧିଙ୍କର କାର୍ଯ୍ୟକାଳ ମାର୍ଚ୍ଚ ୧୦ ୨୦୨୨ ରେ ସରିବ । ନିର୍ବାଚନ ପୂର୍ବରୁ ସୀମା ପୁନଃ ନିର୍ଦ୍ଧାରଣ ଏବଂ ସଂରକ୍ଷଣ କାମ ସରିବା କଥା । ଏ ଦୁଇଟି କାମ ସାରିବାକୁ ରାଜ୍ୟ ସରକାରଙ୍କୁ ଆମେ ଚିଠି କରିଛୁ । ଏ ଦୁଇଟି କାର୍ଯ୍ୟ ସରିଲେ କମିଶନ ନିର୍ବାଚନ ଲାଗି ପଦକ୍ଷେପ ନେବେ । ଏଯାଏ ସୀମା ପୁନଃ ନିର୍ଦ୍ଧାରଣ ସଂରକ୍ଷଣ କାର୍ଯ୍ୟ କରାଯାଇନାହିଁ ।

LEAVE A REPLY

Please enter your comment!
Please enter your name here