ଭୁବନେଶ୍ୱରରେ ବିଦ୍ୟୁତ୍ ଟ୍ରାନ୍ସଫର୍ମର ଫାଟି ୪ ଗୁରୁତର । ଚନ୍ଦ୍ରଶେଖରପୁର ସ୍ଥିତ ଓମଫେଡ ଅଫିସ ଗେଟ୍ ସମ୍ମୁଖରେ ଥିବା ବିଦ୍ୟୁତ୍ ଟ୍ରାନ୍ସଫର୍ମର ଫାଟି ଯିବାରୁ ନିକଟରେ ଥିବା ଏକ ଜଳଖିଆ ଦୋକାନ ମାଲିକ ଓ ତାଙ୍କ ପୁଅ ଗୁରୁତର ଆହତ ହୋଇଥିବାବେଳେ ଦୋକାନରେ କାର୍ଯ୍ୟରତ ଅନ୍ୟ ଦୁଇ ଜଣ ମଧ୍ୟ ପୋଡି ଯାଇଛନ୍ତି । ପୋଲିସ ସମସ୍ତ ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଛନ୍ତି ।

LEAVE A REPLY

Please enter your comment!
Please enter your name here