Home News Odisha ମହିଳାଙ୍କୁ ଦୁର୍ବ୍ୟବହାର ଅଭିଯୋଗ : ଗିରଫ ହେଲେ ଚିଟଫଣ୍ଡ ଅଭିଯୁକ୍ତ ଶୁଭଙ୍କର ନାୟକ NewsOdishaTrending News ମହିଳାଙ୍କୁ ଦୁର୍ବ୍ୟବହାର ଅଭିଯୋଗ : ଗିରଫ ହେଲେ ଚିଟଫଣ୍ଡ ଅଭିଯୁକ୍ତ ଶୁଭଙ୍କର ନାୟକ By Takshak Bureau - September 3, 2018 197 0 Facebook Twitter Google+ Pinterest WhatsApp ସି-ସୋର ଚିଟଫଣ୍ଡ ଲିଙ୍କ୍ ରେ ସଂପୃକ୍ତ ଥିବା ଶୁଭଙ୍କର ନାୟକଙ୍କୁ ଗିରଫ କରିଛି କମିଶନରେଟ ପୋଲିସ । ପୂର୍ବରୁ ଗିରଫ ହୋଇ ଜାମିନରେ ଆସିଥିବା ଶୁଭଙ୍କରଙ୍କ ବିରୋଧରେ ଆସିଛି ଆଉ ଏକ ଅଭିଯୋଗ । ଜଣେ ମହିଳାଙ୍କୁ ଦୁର୍ବ୍ୟବହାର କରିବା ସହ ତାଙ୍କ ପୁଅକୁ ମାଡ ମାରିଥିବା ଅଭିଯୋଗରେ ରବିବାର ରାତିରେ ଶୁଭଙ୍କରକୁ ଗିରଫ କରିଛି ପୋଲିସ । ମହିଳା ଜଣକ ଖାରବେଳ ନଗର ଥାନାରେ ଏତଲା ଦେବା ପରେ ଘଟଣା ସାମ୍ନାକୁ ଆସିଥିଲା । ମହିଳାଙ୍କ ଅଭିଯୋଗ ପରେ ପୋଲିସ ଶୁଭଙ୍କରଙ୍କୁ ଭୁବନେଶ୍ୱର ରେଳଷ୍ଟସନ ନିକଟରେ ଥିବା ଚନ୍ଦ୍ରମା ଆପାର୍ଟମେଣ୍ଟରେ ପହଂଚି ପଚରାଉଚରା କରିବା ସହ ତାଙ୍କୁ ଗିରଫ କରିଥିଲା । ୨୦୧୪ ନଭେମ୍ବର ୧୮ ତାରିଖରେ ସି-ସୋର ଚିଟଫଣ୍ଡ ଲିଙ୍କରେ ଶୁଭଙ୍କରକୁ ଗିରଫ କରିଥିଲା ସିବିଆଇ । ଗତ ୨୦୧୭ ଅଗଷ୍ଟ ୧ରେ ହାଇକୋର୍ଟରୁ ଜାମିନ ପାଇଥିଲେ ଶୁଭଙ୍କର । ବର୍ତ୍ତମାନ ଆସିଥିବା ଅଭିଯୋଗ କ୍ରମେ ଘଟଣାର ଯାଞ୍ଚ କରୁଛି ପୋଲିସ । RELATED ARTICLESMORE FROM AUTHOR Big Story ବୁଲଡୋଜର ଚଲେଇ ଝୁମ୍ପୁଡି ଲୁଚେଇବାକୁ ପ୍ରୟାସ Big Story ଆରପାରିରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ Entertainment ପୁଷ୍ପା-ଟୁ ପ୍ରିମିୟର ସୋ ଦଳଚକଟାରେ ମୃତକଙ୍କ ପରିବାରକୁ ମିଳିବ ଦୁଇକୋଟି LEAVE A REPLY Cancel reply Please enter your comment! Please enter your name here You have entered an incorrect email address! Please enter your email address here Save my name, email, and website in this browser for the next time I comment. - Advertisement - Latest article ଫେବୃଆରୀରୁ ଲାଗୁ ହେବ ଆୟୁଷ୍ମାନ ଭାରତ Takshak Bureau - December 30, 2024 0 ଆସନ୍ତା ଫେବୃଆରୀରୁ ଲାଗୁ କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଭାରତ । ନିର୍ବାଚନ ବେଳେ ଆଯୁଷ୍ମାନ ଭାରତ ଯୋଜନା ଲାଗୁ କରିବାକୁ ପ୍ରତିଶ୍ରୁତି ଦେଇଥିଲା ବିଜେପି । ଏବେ କ୍ଷମତାସୀନ ହେବାର ଛମାସ ପରେ... ପଦ୍ମ ବିଜେତାଙ୍କୁ ମିଳିବ ମାସକୁ 30 ହଜାର Takshak Bureau - November 9, 2024 0 ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି । ରାଜ୍ୟର ପଦ୍ମ ବିଜେତାଙ୍କୁ ପ୍ରତିମାସରେ 30 ହଜାର ଟଙ୍କା ଲେଖାଁଏ ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଉଲ୍ଲେଖନୀୟ ଅବଦାନ ପାଇଁ କେନ୍ଦ୍ର... ଆଇନ୍ ବୃତ୍ତି ବିଶ୍ୱର ଉତ୍ତମ ପେସା : ଜଷ୍ଟିସ୍ ମିଶ୍ର Takshak Bureau - September 23, 2024 0 ଭୁବନେଶ୍ୱର, ୨୩/୦୯ : ଆଇନ୍ ବୃତ୍ତିରେ ବିଭିନ୍ନ ସୁଯୋଗ ରହିଥିବାରୁ ଏହା ଅନେକ ପ୍ରତିଭାଶାଳୀ ଛାତ୍ରଛାତ୍ରୀଙ୍କୁ ଆକର୍ଷିତ କରୁଛି ଏବଂ ଏହା ବିଶ୍ୱର ସବୁଠାରୁ ଉତ୍ତମ ପେସା ବୋଲି କହିଛନ୍ତି ଓଡ଼ିଶା ହାଇକୋର୍ଟର...