+୨ ପରୀକ୍ଷା ପାଇଁ ଘୋଷଣା ହୋଇଛି ତାରିଖ । ମାର୍ଚ୍ଚ ୭ ତାରିଖରୁ ସାରା ରାଜ୍ୟରେ ଆରମ୍ଭ ହେବ +୨ ପରୀକ୍ଷା । ପ୍ରଥମ ଦିନ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ହେବାକୁ ଥିବା ବେଳେ ମାର୍ଚ୍ଚ ୮ରୁ କଳା ବିଭାଗର ପରୀକ୍ଷା ହେବ । ଥିଓରୀ ପରୀକ୍ଷା ପୂର୍ବରୁ ପ୍ରାକ୍ଟିକାଲ୍‌ ଓ ପ୍ରୋଜେକ୍ଟ ପରୀକ୍ଷା କରାଯିବ । ମାର୍ଚ୍ଚ ୭ ତାରିଖରୁ ଥିଓରୀ ପରୀକ୍ଷା ହେବ। ମାର୍ଚ୍ଚ ୩୦ ଯାଏ ଚାଲିବ ପରୀକ୍ଷା । ଜାନୁୟାରୀ ୨୮ରୁ ଫେବୃୟାରୀ ୮ ଯାଏ ପ୍ରାକ୍ଟିକାଲ୍‌ ଓ ପ୍ରୋଜେକ୍ଟ ପରୀକ୍ଷା କରାଯିବ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରକାଶ କରାଯାଇଛି ।

LEAVE A REPLY

Please enter your comment!
Please enter your name here