ରବିବାର ବିଜେଡିରୁ ଇସ୍ତଫା ଦେଇଛନ୍ତି ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ –ବିଧାୟକ ରବି ନାରାୟଣ ପାଣି । ସେ ନବୀନ ନିବାସ ଯାଇ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ସେ ଦଳର କାର୍ଯ୍ୟରେ ଅସନ୍ତୋଷ ପ୍ରକାଶ କରି ଇସ୍ତଫା ଦେଇଥିବା କହିଛନ୍ତି । ସେ ଦେବଗଡ଼ର ଲୋକସଭା ସଦସ୍ୟ ଏବଂ ପାଲ୍ଲହଡାର ବିଧାୟକ ଥିଲେ।

LEAVE A REPLY

Please enter your comment!
Please enter your name here