ଦିନକୁ ଦିନ କରୋନା ସଙ୍କ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଆଜି ରାଜ୍ୟରେ ଦୈନିକ ସଙ୍କ୍ରମଣ ୫ ଶହ ଟପିଛି । ଗତ ୨୪ ଘଣ୍ଟାରେ ଆଉ ୫୧୨ କରୋନା ସଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟିନରୁ ୩୦୦ ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ୍ ୨୧୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୫୯ ଆକ୍ରାନ୍ତ ଚିହ୍ନଟ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩୭, କଟକରୁ ୮୯ ସଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨, ୯୨, ୯୨୮କୁ ବୃଦ୍ଧି ।

LEAVE A REPLY

Please enter your comment!
Please enter your name here