ରାଜ୍ୟସଭା ଉପନର୍ବିାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ସୁବାସ ସିଂହଙ୍କ ଇସ୍ତଫା ପରେ ଖାଲିଥିବା ଆସନ ପାଇଁ ଉପନିର୍ବାଚନ ହେବ । ଉପନିର୍ବାଚନ ପାଇଁ ମେ ୨୬ ତାରିଖରୁ ଜୁନ୍ ୨ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ କରିବେ । ଜୁନ ୩ରେ ନାମାଙ୍କନ ଯାଞ୍ଚ କରାଯିବ । ୬ ପର୍ଯ୍ୟନ୍ତ ନାମାଙ୍କନ ପ୍ରତ୍ୟାହାର କରିପାରିବେ । ଜୁନ୍ ୧୩ ଅପରାହ୍ନ ୫ଟାରେ ହେବ ଭୋଟ ଗଣତି । କଟମ ମେୟର ଭାବେ ନିର୍ବାଚିତ ହେବା ପରେ ଇସ୍ତଫା ଦେଇଥିଲେ ସୁୂବାସ ସିଂହ ।

LEAVE A REPLY

Please enter your comment!
Please enter your name here