ଓଡିଶାର ନିଜସ୍ୱ ଖାଦ୍ୟ ସୁରକ୍ଷା ଯୋଜନାର ଶୁଭାରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଚିବାଳୟରେ ଭିଡିଓ କନଫରେନ୍ସିଂରେ ଏହାର ଶୁଭାରମ୍ଭ କରିଛନ୍ତି । ନବରଙ୍ଗପୁର, ବଲାଙ୍ଗିର, ସୁନ୍ଦରଗଡ, ବାଲେଶ୍ୱରରେ ସ୍ୱତନ୍ତ୍ର ଉତ୍ସବ ଆୟୋଜନ କରଯାଇଛି । ନିଜସ୍ୱ ଯୋଜନାରେ ୧୫ ଲକ୍ଷ ୭୪ ହଜାର ହିତାଧିକାରୀ ସାମିଲ ହୋଇଛନ୍ତି । ପଶ୍ଚିମ ଓଡିଶାରୁ ସର୍ବାଧିକ ୪ ଲକ୍ଷ ୪୮ ହଜାର ହିତାଧିକାରୀ ସାମିଲ । ମାର୍ଚ୍ଚ ସୁଦ୍ଧା ୨୫ ଲକ୍ଷ ହିତାଧିକାରୀଙ୍କୁ ସାମିଲ କରିବାକୁ ଲକ୍ଷ୍ୟ ରଖାଯାଇଛି ।

LEAVE A REPLY

Please enter your comment!
Please enter your name here