ସଂସ୍କୃତି ବିଶ୍ବବିଦ୍ୟାଳୟର ନୂଆ କୁଳପତି ନିଯୁକ୍ତ କରିଛନ୍ତି ରାଜ୍ୟପାଳ । ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ଓଡିଆ ବିଭାଗ ମୁଖ୍ୟ ପ୍ରସନ୍ନ ସ୍ବାଇଁଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ସଂସ୍କୃତି ବିଶ୍ବବିଦ୍ୟାଳୟର ନୂଆ କୁଳପତି ଭାବେ ନିଯୁକ୍ତି ଦେଇଛନ୍ତି । ଆସନ୍ତା ତିନିବର୍ଷ ପର୍ଯ୍ୟନ୍ତ ପ୍ରସନ୍ନ ସ୍ବାଇଁ ସଂସ୍କୃତି ବିଶ୍ବବିଦ୍ୟାଳୟର କୁଳପତି ଭାବେ ଦାୟିତ୍ବ ନିର୍ବାହ କରିବେ ।

LEAVE A REPLY

Please enter your comment!
Please enter your name here