ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସବୁ ପିଲା ପାସ୍ । ପ୍ରଥମରୁ ଅଷ୍ଟମ ଯାଏ ଆଉ ସ୍କୁଲ ଖୋଲିବନି କି କ୍ଲାସ ହେବନି । ଗତବର୍ଷ ଭଳି ଏଥର ବି ପରୀକ୍ଷା ନକରି କ୍ଲାସ ପ୍ରମୋସନ କରାଯିବ । ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ସୂଚନା ଦେଇଛନ୍ତି । ବର୍ତ୍ତମାନ ସ୍ଥିତି ଯାହା ଏବେ ଆଉ ସ୍କୁଲ ଖୋଲିବା ସମ୍ଭବ ନୁହେଁ । ବିଧିବଦ୍ଧ ନିଷ୍ପତ୍ତି ହୋଇନଥିଲେ ବି ଏହା ହିଁ ସ୍ଥିର ହୋଇଛି ।

LEAVE A REPLY

Please enter your comment!
Please enter your name here