ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ହରିଦାସପୁର ପିଇଓ ସ୍ମିତାରାଣୀ ବିଶ୍ୱାଳ ମୃତ୍ୟୁ ମାମଲାରେ ଗିରଫ ହେଲେ ସରପଞ୍ଚଙ୍କ ସ୍ୱାମୀ । ସରପଞ୍ଚଙ୍କ ସ୍ୱାମୀ ରୂପେଶ ଭଦ୍ର ଗିରଫ ହୋଇଛନ୍ତି । ମାମଲାର ତଦନ୍ତ କରୁଥିବା ଧର୍ମଶାଳା ପୋଲିସ ରୂପେଶଙ୍କୁ ଗିରଫ କରିଛି । ରୂପେଶଙ୍କୁ ଗୁରୁବାରଠାରୁ ଅଟକ ରଖି ପଚରାଉଚରା କରୁଥିଲା ପୋଲିସ । ଗତ ୧୬ ତାରିଖରେ ରୂପେଶଙ୍କ ଗେଷ୍ଟ ହାଉସରେ ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଥିଲା ।

LEAVE A REPLY

Please enter your comment!
Please enter your name here