କୋଭିଡ ଗାଇଡଲାଇନ ପାଳନ ନେଇ ଗଣ ଶିକ୍ଷା ବିଭାଗର ପଦକ୍ଷେପ ।ସମସ୍ତ ଡିଇଓଙ୍କୁ ଚିଠି ଲେଖିଲେ ଗଣଶିକ୍ଷା ଅତିରିକ୍ତ ସଚିବ । ଏସଆରସି ଜାରି କରିଥିବା ଗାଇଡଲାଇନ ପାଳନ ପାଇଁ ଗଣଶିକ୍ଷା ସଚିବ ନିର୍ଦ୍ଦେଶ ଦେଇଛନ୍ତି । ସ୍କୁଲମାନଙ୍କରେ ସାନିଟେସନ କାର୍ଯ୍ୟ କରାଇବାକୁ ମଧ୍ୟ ନିର୍ଦ୍ଦେଶ ହୋଇଛି । କୋଭିଡ-୧୯ ନିରାପତ୍ତା ମାନିବା ପାଇଁ ଶିକ୍ଷକମାନଙ୍କୁ ନିର୍ଦ୍ଦେଶ । ମାସ୍କ ପିନ୍ଧିବା, ସାମାଜିକ ଦୂରତ୍ୱକୁ ବାଧ୍ୟତାମୂଳକ ନିର୍ଦ୍ଦେଶ । ଥର୍ମାଲ ସ୍କ୍ରିନିଂ, ହ୍ୟାଣ୍ଡ ୱାସ ଓ ସାନିଟାଇଜର ବ୍ୟବହାର ବାଧ୍ୟତାମୂଳକ । ସ୍କୁଲରେ ପାଠପଢା ବ୍ୟତୀତ ଅନ୍ୟସମସ୍ତ କାର୍ଯ୍ୟକ୍ରମକୁ ବାରଣ କରାଯାଇଛି । କଟକଣା ନମାନିଲେ ଦଣ୍ଡିତ ହେବେ ବୋଲି ଚିଠିରେ ଉଲ୍ଲେଖ ରହିଛି ।

LEAVE A REPLY

Please enter your comment!
Please enter your name here