ବହୁ ଚର୍ଚ୍ଚିତ ନୟାଗଡ ଶିଶୁ କନ୍ୟା ପରୀ ହତ୍ୟା ମାମଲାରେ ହାଇକୋର୍ଟ ଯିବା ପାଇଁ କହିଛନ୍ତି ସୁପ୍ରିମକୋର୍ଟ । ହାଇକୋର୍ଟରେ ଆବେଦନ କରିବାକୁ ପରୀର ମା’ସୌଦାମିନୀ ସାହୁଙ୍କୁ କହିଛନ୍ତି ସୁପ୍ରିମକୋର୍ଟ । ପରୀ ହତ୍ୟା ମାମଲାର ସିବିଆଇ ତଦନ୍ତ ଦାବିରେ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ ପରୀର ମା’ । ପ୍ରଥମେ ରିଟ୍ ଏବଂ ପରେ ଏସଏଲପି ଜରିଆରେ ଆବେଦନ କରାଯାଇଥିଲା ।

LEAVE A REPLY

Please enter your comment!
Please enter your name here