ଫେବ୍ରୁଆରୀ ୧୦ରେ ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରମାଦେବୀ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ମହାମହିମ । ରମାଦେବୀ ବିଶ୍ୱବିଦ୍ୟାଳୟ କୁଳପତି ଅପରାଜିତା ଚୌଧୁରୀ ଏହି ସୂଚନା ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here