ଆଜି ଓ ଆସନ୍ତାକାଲି ଖୋର୍ଦ୍ଧା ଜିଲ୍ଲାରେ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ । ୨ଦିନ ଶିକ୍ଷାନୁଷ୍ଠାନ ବନ୍ଦ ନେଇ ଖୋର୍ଦ୍ଧା ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ପୌର ନିର୍ବାଚନ ପାଇଁ ଖୋର୍ଦ୍ଧା ଜିଲ୍ଲାରେ ସବୁ ଶିକ୍ଷାନୁଷ୍ଠାନ ଦୁଇ ଦିନ ପାଇଁ ଛୁଟି ଘୋଷଣା କରାଯାଇଛି । ଆସନ୍ତାକାଲି ପୌର ନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ ।

LEAVE A REPLY

Please enter your comment!
Please enter your name here