ଆସନ୍ତା ୨୦ ତାରିଖରୁ ଆରମ୍ଭ ହେବ +୩ ନାମଲେଖା ପାଇଁ ଆବେଦନ । +୩ ନାମଲେଖା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି । ଅଗଷ୍ଟ ୨୦ରୁ ସେପ୍ଟେମ୍ବର ୪ ତାରିଖ ଯାଏଁ ଅନଲାଇନ୍ ଆବେଦନ କରିପାରିବେ ଛାତ୍ରଛାତ୍ରୀ । ସେପ୍ଟେମ୍ବର ୯ରେ ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ । ସେପ୍ଟେମ୍ବର ୯ରୁ ୧୪ ଯାଏଁ ସାମ୍ସ ପୋର୍ଟାଲରେ ଅନଲାଇନ୍ ଫି’ ଦାଖଲ କରିବେ । ସେପ୍ଟେମ୍ବର ୨୧ରେ ପ୍ରକାଶ ପାଇବ ଦ୍ୱିତୀୟ ମେରିଟ୍ ଲିଷ୍ଟ ।

LEAVE A REPLY

Please enter your comment!
Please enter your name here