ଆସନ୍ତା ୨୧ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ। ଅପରାହ୍ନ ସାଢ଼େ ୩ଟାରେ ଫଳ ପ୍ରକାଶ ପାଇବ। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଆଜି ଏହି ସୂଚନା ଦେଇଛନ୍ତି। ପୂର୍ବରୁ ଯୁକ୍ତ ୨ ବିଜ୍ଞାନ ଫଳ ପ୍ରକାଶ ପାଇ ସାରିଛି ।

LEAVE A REPLY

Please enter your comment!
Please enter your name here