କଳାହାଣ୍ଡି ଘୁମୁରା ଉତ୍ସବ ପାଇଁ ଭବାନୀପାଟଣାର ଲାଲବାହାଦୂର ଷ୍ଟାଡିୟମରେ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ । ତେବେ ସୋମବାର ସନ୍ଧ୍ୟାରେ ଏହି କାର୍ଯ୍ୟକ୍ରମର ଉଦଘାଟନ ସମାରୋହ ଥିବା ବେଳେ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି. ୪ ଦିନ ଧରି ହେବାକୁ ଥିବା ଏହି ଉତ୍ସବରେ ପ୍ରତିଦିନ ବିଭିନ୍ନ ପ୍ରତିଯୋଗିତା ସହ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ.

 

LEAVE A REPLY

Please enter your comment!
Please enter your name here