୫୦ ଫୁଟ ତଳକୁ ଖସିଲା ପିକନିକ ବୋଲେରୋ । ପିକନିକ କରିବାକୁ ଗାଙ୍ଗପୁର ଗାଁର ୮ ଜଣ ଯୁବକ ଏକ ବୋଲେରୋରେ ଗଣ୍ଡାହାତୀ ଜଳ ପ୍ରପାତକୁ ଯାଇଥିଲେ । ଭୋଜି ସାରି ଭଞ୍ଜନଗର ଫେରୁଥିବାବେଳେ ବୋଲେରୋଟି ଭାରସାମ୍ୟ ହରାଇ ରାଇଗଡ଼ ଥାନା ମାର୍ଲବା ଘାଟିରୁ ପ୍ରାୟ ୫୦ ଫୁଟ୍‌ ତଳକୁ ଖସିପଡ଼ିଲା । ଫଳରେ ୮ ଜଣ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଜଣେ ଗୁରୁତର ଥିବା ଜଣାପଡ଼ିଛି ।

LEAVE A REPLY

Please enter your comment!
Please enter your name here