ବିଦ୍ୟୁତ ଦରବୃଦ୍ଧି ଓ ଅଘୋଷିତ ବିଦ୍ୟୁତ କାଟ୍ ନେଇ ଆନ୍ଦୋଳନ ଆରମ୍ଭ କରିଛି ବିଜେପି । ଆଜିଠୁ ୨୦ ତାରିଖ ପର‌୍ୟ୍ୟନ୍ତ ସପ୍ତାହେ ବ୍ୟାପୀ ସବୁ ବିଦ୍ୟୁତ ଅଫିସ ଆଗରେ ଦଳ ଆନ୍ଦୋଳନ କରିବ ବୋଲି ଚେତାବନୀ ଦେଇଛି । ରାଜ୍ୟବାସୀଙ୍କୁ ଭୂଆଁ ବୁଲାଇ ବିଦ୍ୟୁତ କଂପାନୀ ମନଇଚ୍ଛା ବିଜୁଳି କାଟୁଛନ୍ତି ତାସହ କରୋନା କାଳରେ ଲୋକଙ୍କ ଉପରେ ବିଦ୍ୟୁତ ଦରବୃଦ୍ଧି ଲଦି ଦିଆଯାଉଥିବା ଅଭିଯୋଗ କରିଛି ବିଜେପି ।

LEAVE A REPLY

Please enter your comment!
Please enter your name here