ଅଗଷ୍ଟ ୯ରୁ ଖୋଲିବ ରାଜ୍ୟର ସବୁ ବୈଷୟିକ ଶିକ୍ଷାନୁଷ୍ଠାନ । କେବଳ ଶେଷ ବର୍ଷ ଛାତ୍ରଛାତ୍ରୀଙ୍କ ପାଇଁ ଖୋଲିବ । କୋଭିଡ ଗାଇଡଲାଇନରେ ଖୋଲିବ ସବୁ ବୈଷୟିକ ଶିକ୍ଷାନୁଷ୍ଠାନ । ବୈଷୟିକ ଶିକ୍ଷାନୁଷ୍ଠାନ ସହ ହଷ୍ଟେଲ ମଧ୍ୟ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି । ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ ବିଭାଗ ପକ୍ଷରୁ ଏହି ସୂନଚା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here