ରୁଷ-ୟୁକ୍ରେନ ମଧ୍ୟରେ ଯୁଦ୍ଧ ଉଗ୍ର ରୂପ ନେବାରେ ଲାଗିଛି । ୪୪ ଦିନରେ ପହଁଞ୍ଚିଛି ଯୁଦ୍ଧ । ଆଜି ୟୁକ୍ରେନର ପୂର୍ବ ସହର କ୍ରାମାଟୋସ୍କରେ ଥିବା ଏକ ରେଲୱେ ଷ୍ଟେସନ ଉପରେ ମିସାଇଲ ଆଟାକ୍ କରିଛି ରୁଷ । ଏଥିରେ ୩୦ ଲୋକ ପ୍ରାଣ ହରାଇଥିବାବେଳେ ୧୦୦ରୁ ଅଧିକ ଲୋକ ଗୁରୁତ୍ତର ଆହତ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here