ଟିକେଟ ବଣ୍ଟନ ପରଠାରୁ କଂଗ୍ରେସ ପାଇଁ ବଢିବାରେ ଲାଗିଛି ଅଡ଼ୁଆ ।ଆଜି କଂଗ୍ରେସ ମୁଖପାତ୍ର ତଥା ଟାଣୁଆ ନେତ୍ରୀ ସୋନାଲି ସାହୁ ଦଳରୁ ଇସ୍ତଫା ଦେଇଛନ୍ତି । ଟିକେଟ ବଣ୍ଟନରେ ଅସନ୍ତୁଷ୍ଟ ଥିବା ହେତୁ ସେ ଦଳରୁ ଇସ୍ତଫା ଦେଇଥିବା ସୁଚନାମିଳିଛି । ସୋନାଲି ଖୋର୍ଦ୍ଧା ବିଧାନସଭା ଆସନ ପାଇଁ ଆଶାୟୀ ଥିବା ବେଳେ ତାଙ୍କୁ ଟିକେଟ ଦିଆଯାଇନଥିଲା । ତେଣୁ ସେ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି ବୋଲି ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here