ରାଜନୀତିରୁ ସନ୍ୟାସ ଘୋଷଣା କରିଛନ୍ତି ବାବୁଲ ସୁପ୍ରିୟ । ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ବାବୁଲ ସୁପ୍ରିୟ । ରାଜନୀତି ଛାଡିବା ନେଇ ସେ ସୋସିଆଲ ମିଡିଆରେ ଘୋଷଣା କରିଛନ୍ତି । କେଉଁ ଦଳକୁ ଯିବେ ସେ ନେଇ କୌଣସି କରିନାହାଁନ୍ତି ବାବୁଲ । ନିକଟରେ ମୋଦିଙ୍କ ମନ୍ତ୍ରୀମଣ୍ଡଳରୁ ଇସ୍ତଫା ଦେଇଥିଲେ ବାବୁଲ । ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ବେଳେ ବାବୁଲଙ୍କୁ ଇସ୍ତଫା ପାଇଁ କୁହାଯାଇଥିଲା ।

LEAVE A REPLY

Please enter your comment!
Please enter your name here