ରାଜନୀତି କରିବେ ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟରେ ଯୁଗ୍ମ ସଚିବ ଭାବେ କାର୍ୟ୍ୟ କରୁଥିବା ଗୋପବନ୍ଧୁ ଦାଶ . ସରକାରୀ ଚାକିରିରୁ ଇସ୍ତଫା ଦେବା ପରେ ତାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଜନୀତିକ ସଚିବ ଭାବେ ନିଯୁକ୍ତି ଦିଆଯାଇଛି. ଗତ ୩ବର୍ଷ ଧରି ସେ ନବୀନ ନିବାସରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଜନୀତିକ କାର୍ୟ୍ୟ ବୁଝାବୁଝି କରି ଆସୁଥିଲେ. ଏଥରକ ନିର୍ବାଚନରେ ସେ ଗଞ୍ଜାମ ଜିଲ୍ଲାରୁ ପ୍ରାର୍ଥୀ ହେବାର ସମ୍ଭାବନା ରହିଛି.

LEAVE A REPLY

Please enter your comment!
Please enter your name here