କଳିଙ୍ଗ ଷ୍ଟାଡିୟମରେ ଦେଖିବାକୁ ମିଳିବ ହକି ଫାଇଟ୍ । ଜୁନ୍ ୬ରୁ ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ ଏଫଆଇଏଚ୍ ପୁରୁଷ ସିରିଜ ଫାଇନାଲ୍ସ । ଏଥିପାଇଁ କଳିଙ୍ଗ ଷ୍ଟାଡିୟମରେ ଜୋରଦାର ପ୍ରସ୍ତୁତି ଚାଲିଛି । ଏଥିରେ ଭାଗ ନେବାକୁ ପ୍ରଥମ ଦଳ ଭାବେ ଥିବା ଟିମ୍ ଇଣ୍ଡିଆ ଆଜି ଭୁବନେଶ୍ୱରରେ ପହଁଞ୍ଚିଯାଇଛି । ପ୍ରତିଯୋଗିତାରେ ଆୟୋଜକ ଭାରତ ସହ ଜାପାନ, ମେକ୍ସିକୋ, ଆମେରିକା, ପୋଲାଣ୍ଡ, ଦକ୍ଷିଣ ଆଫ୍ରିକା, ରୁଷିଆ, ଉଜବେକିସ୍ତାନ ଅଂଶ ଗ୍ରହଣ କରିବେ ।

LEAVE A REPLY

Please enter your comment!
Please enter your name here