ଅନ୍ତରୀଣ ଡିଜିପି ଭାବେ ଦାୟିତ୍ବ ନେଇଛନ୍ତି ବରିଷ୍ଠ ଆଇପିଏସ ଅଫିସର ବିନୟତୋଷ ମିଶ୍ର । ରବିବାର ଦିନ ଡିଜିପି ଓ୍ବାଇ.ବି. ଖୁରାନିଆଙ୍କ କାର୍ଯ୍ୟକାଳ ଶେଷ ହୋଇଥିବାରୁ ରାଜ୍ୟ ସରକାର ବିନୟତୋଷ ମିଶ୍ରଙ୍କୁ ଏହି ଅନ୍ତରୀଣ ଦାୟିତ୍ବ ଦେଇଛନ୍ତି । ଶ୍ରୀ ମିଶ୍ର କ୍ରାଇମବ୍ରାଞ୍ଚ ଡିଜି ଭାବେ କାର୍ଯ୍ୟ କରୁଥିବା ବେଳେ ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଅତିରିକ୍ତ ଦାୟିତ୍ବ ତୁଲାଇବେ ।

LEAVE A REPLY

Please enter your comment!
Please enter your name here