ଜୟପୁର ବିଧାୟକ ତାରା ବାହିନୀ ପତି ଅସୁସ୍ଥ । କରୋନାରେ ଆକ୍ରାନ୍ତ ହୋଇଛନ୍ତି ବିଧାୟକ । ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତାଙ୍କ ସ୍ତ୍ରୀ ତଥା କୋରାପୁଟ ଜିଲ୍ଲା କଂଗ୍ରେସ ସଭାନେତ୍ରୀ ମିନାକ୍ଷୀ ବାହିନୀ ପତି ଏହି ସୂଚନା ଦେବା ସହ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା କହିଛନ୍ତି

LEAVE A REPLY

Please enter your comment!
Please enter your name here